ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
·1 year ago

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ନିକଟରେ ମସ୍କୋରେ ଆନ୍ତର୍ଜାତିକ ବାଲୁକା କଳା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିବା ପରେ ପିଏମ ମୋଦି ତାଙ୍କୁ ନିମନ୍ତ୍ରଣ କରି ଉତ୍ସାହିତ କରିଥିଲେ ବୋଲି କହିଛନ୍ତି ସୁଦର୍ଶନ । ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ସମ୍ମାନିତ କରିଥିବାରୁ ଭେଟିବା ପରେ ଖୁସି ପ୍ରକାଶ କରିଛନ୍ତି ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।
ଅଧିକ ପଢନ୍ତୁ ଓଡିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: