Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ

National

ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ

Smruti Parija
Browse all articles by Smruti Parija
·1 year ago·1 min read
ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ

ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6 ଗୁରୁତରଙ୍କ ସମେତ ସମସ୍ତ ଆହତଙ୍କୁ ସ୍ଥାନୀୟ ବଡ଼ଗାମ ହସପିଟାଲ ଏବଂ SDH ଖାନ ହସପିଟାଲରେ ଭର୍ତ୍ତି କରାଯାଇଛି ।   

ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ସୁରକ୍ଷା ଦାୟିତ୍ବରେ ନିୟୋଜିତ ଥିଲେ ଯବାନ ।  ବଡ଼ଗାମର ବ୍ରେଲ୍ ୱାଟର ହେଲ ଅଞ୍ଚଳରେ 4 ଶହ ଫୁଟ ଖାଇକୁ ଖସି ପଡ଼ିଥିଲା ବସ । ଦୁର୍ଘଟଣାଗ୍ରସ୍ତ ବସରେ ମୋଟ 35 ଜଣ ଯବାନ ଥିଲେ ।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
— ANI (@ANI) September 20, 2024

 

Sponsored
J&K: 32 BSF personnel injured and 3 lost their lives after their bus rolled down | Argus News