Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ଝାଡଖଣ୍ଡ ନିର୍ବାଚନ:ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ବିଜେପି ଟିକେଟ 

National

ଝାଡଖଣ୍ଡ ନିର୍ବାଚନ:ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ବିଜେପି ଟିକେଟ 

Sangram Tripathy
Browse all articles by Sangram Tripathy
·1 year ago
ଝାଡଖଣ୍ଡ ନିର୍ବାଚନ:ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ବିଜେପି ଟିକେଟ 

ଅର୍ଗସ ବ୍ୟୁରୋ:ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା।ତାଲିକାରେ ରହିଛି ମୋଟ ୬୬ଟି ଆସନ ଲାଗି ପ୍ରାର୍ଥୀଙ୍କ ନାଁ । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ବିଜେପି ଟିକେଟ ଦେଇଛି। ହେମନ୍ତଙ୍କ ପୂର୍ବତନ ସହଯୋଗୀ ଚମ୍ପାଇ ସୋରେନ ସଢ଼େଇକଳା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜେପି ମୁଖ୍ୟ ବାବୁଲାଲ ମାରାଣ୍ଡି ଧନୱର ଆସନରୁ ଟିକେଟ ପାଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ପୁଅଙ୍କୁ ମଧ୍ୟ ବିଜେପି ଟିକେଟ ନେଇଥିବାବେଳେ ସେ ଘାଟଶିଳା ଆସନରୁ ଲଢ଼ିବେ ନିର୍ବାଚନ। ବିଜେପି ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବ  ନିର୍ବାଚନ ଓ ସହଯୋଗୀଙ୍କ ପାଇଁ ବାକି ଆସନ ଛାଡ଼ିବାକୁ ନିଷ୍ପର୍ତ୍ତି ନେଇଛି ଦଳ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Jharkhand Election: Odisha Governor Raghubar Das's daughter-in-law Poonima Das Sahu gets BJP ticket | Argus News