Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖନ୍ନା

Ritu Das
Browse all articles by Ritu Das
·1 year ago
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖନ୍ନା

ଅର୍ଗସ ବ୍ୟୁରୋ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ପଦବୀ ପାଇଁ ଜଷ୍ଟିସ ସଞ୍ଜୀବ ଖନ୍ନାଙ୍କ ନାମ ସୁପାରିସ କରାଯାଇଛି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରରୂଡ ତାଙ୍କ ନାଁ ସୁପାରିଶ କରିଛନ୍ତି । ଏନେଇ ସେ କେନ୍ଦ୍ର ସରକାରଙ୍କୁ ଜଣାଇଛନ୍ତି । 

କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଜଷ୍ଟିସ ଖାନ୍ନା ସୁପ୍ରିମକୋର୍ଟର ୫୧ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନେବେ । ତାଙ୍କର କାର୍ଯ୍ୟକାଳ ଛଅ ମାସ ରହିବ। ନଭେମ୍ବର ୧୧ରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ  ଡି.ଓ୍ବାଇ. ଚନ୍ଦ୍ରଚୂଡ ଅବସର ନେବେ।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Justice Sanjeev | Argus News