କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, 5 ମୃତ
·2 years ago

ଅର୍ଗସ ବ୍ୟୁରୋ: ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ ଟ୍ରେନ୍ ଦୁର୍ଘଟଣା । କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ । ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ ଦୁର୍ଘଟଣା ଘଟିଛି । ୨ ବଗି କ୍ଷତିଗ୍ରସ୍ତ ହୋଇଥିବାବେଳେ 5 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 20 ରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ରହିଛି ।
ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପ ଲାଇନ ନମ୍ବର
୦୩୩-୨୩୫୦୮୭୯୪, ୦୩୩- ୨୩୮୩୩୩୨୬
୦୩୬୧୨୭୩୧୬୨୧, ୦୩୬୧୨୭୩୧୬୨୨,୦୩୬୧୨୭୩୧୬୨୩
୦୩୬୭୪୨୬୩୯୫୮,୦୩୬୭୪୨୬୩୮୩୧, ୦୩୬୭୪୨୬୩୧୨୦
ଆହୁରି ପଢନ୍ତୁ ଭାରତ ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: