Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଭାରତ ରତ୍ନରେ ସମ୍ମାନିତ ହେଲେ ଲାଲକୃଷ୍ଣ ଆଡଭାନି

Ritu Das
Browse all articles by Ritu Das
·2 years ago
ଭାରତ ରତ୍ନରେ ସମ୍ମାନିତ ହେଲେ ଲାଲକୃଷ୍ଣ ଆଡଭାନି

ଅର୍ଗସ ବ୍ୟୁରୋ: ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ ହେଲେ ବରିଷ୍ଠ ରାଜନେତା ଲାଲ୍‌ କୃଷ୍ଣ ଆଡଭାନୀ। ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଏଲ୍‌.କେ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରିଛନ୍ତି। 

ଆଡଭାନgଙ୍କ ଅସୁସ୍ଥତାକୁ ଦୃଷ୍ଟିରେ ରଖି ଏହା ସ୍ଥିର କରାଯାଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡା ଉପସ୍ଥିତ ଥିଲେ।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Lalkrishna Advani | Argus News