Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଓଡିଶା ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା

Swayangprajna Mishra
Browse all articles by Swayangprajna Mishra
·2 years ago
ଓଡିଶା ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା

ଅର୍ଗସ ବ୍ୟୁରୋ :  ବିଜେପିର ଷ୍ଟାର କ୍ୟାମ୍ପେନର ।ଉଭୟ ଲୋକସଭା ବିଧାନସଭା ପାଇଁ ପ୍ରଚାର ତାଲିକା ଘୋଷଣା କଲା ବିଜେପି । ତାଲିକାର ଏକ ନମ୍ବରରେ ରହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେପି । ଧର୍ମେନ୍ଦ୍ର ପ୍ରଧାନ, ନୀତିନ ଗଡକରି, ଯୋଗୀ ଆଦିତ୍ୟନାଥ , ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଦି ନାଁ ଘୋଷଣା ।

ଅଧିକ ପଢନ୍ତୁ ଓଡିଶା ଖବର

ସେହିପରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁ ସାମିଲ ରହିଛି । ଯୋଗୀ ଆଦିତ୍ୟନାଥ, ମୋହନ ଯାଦବ, ହିମନ୍ତ ବିଶ୍ୱଶର୍ମା, ବିଷ୍ଣୁଦେଓ ସାଏ । ସ୍ମୃତି ଇରାନୀ, ବୈଜୟନ୍ତ ପଣ୍ଡା, ଅଶ୍ୱିନୀ ବୈଷ୍ଣବ , ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ତାଲିକାରେ 
ବି ତାଲିକାରେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
List of star campaigners of BJP for Odisha | Argus News