Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago·1 min read
ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ । x ରେ ଟ୍ବିଟ୍‌ କରି ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫୋନ କରି ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


ଏନେଇ ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା । ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ । ତୃଣମୂଳ ସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ । ସ୍ୱରାଷ୍ଟ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି । ତାଙ୍କର ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
LK Advani To Be Honoured With Bharat Ratna, Announces PM Modi | Argus News