ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ
·1 year ago

ଅର୍ଗସ ବ୍ୟୁରୋ : ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ରାଜ୍ୟପାଳଙ୍କୁ ଭେଟି ପ୍ରଦାନ କଲେ ଇସ୍ତଫାପତ୍ର । ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଲେ ଏକନାଥ । କିଏ ହେବ ପରବର୍ତ୍ତୀ ମଖ୍ୟମନ୍ତ୍ରୀ ଏବେ ବି ସସ୍ପେନ୍ସ ଜାରି । ସିନ୍ଦେ ଏବଂ ଦେବେନ୍ଦ୍ର ଫଡନାଭିସ୍ଙ୍କ ନାଁକୁ ନେଇ ଜୋରଦାର ଚର୍ଚ୍ଚା ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: