Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ମନୋଜ ମିଶ୍ରଙ୍କ ଇସ୍ତଫା

Ritu Das
Browse all articles by Ritu Das
·2 years ago
ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ମନୋଜ ମିଶ୍ରଙ୍କ ଇସ୍ତଫା

ଅର୍ଗସ ବ୍ୟୁରୋ: ଇସ୍ତଫା ଦେଲେ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର । ଗୁରୁବାର ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ସୂଚନା ଦିଆଯାଇଛି । 

ତେବେ ୨୦୦୦ ବ୍ୟାଚର ଏହି ଆଇଏଏସ୍ ଅଫିସର ଦୀର୍ଘ ଦିନ ଧରି ଏହି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାମ କରୁଥିଲେ । ହେଲେ ଏବେ ସେ ଇସ୍ତଫା ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Manoj Mishra's resignation | Argus News