Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌

National

ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌

Jitendra Dash
Browse all articles by Jitendra Dash
·2 years ago
ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌

ଅର୍ଗସ ବ୍ୟୁରୋ : ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟୋକ୍‌ । ଅସୁସ୍ଥତାକୁ ନେଇ ସେ ଶନିବାର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏବେ ତାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ତାଙ୍କର ମେଡିକାଲ ରିପୋର୍ଟ ଆସିଛି । ଏଥିରୁ ତାଙ୍କୁ ଷ୍ଟ୍ରୋକ୍‌ ହୋଇଥିବା ସ୍ପଷ୍ଟ ହେବା ପରେ ଚିକିତ୍ସା ଜାରି ରହିଛି । ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର

ମିଥୁନ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କୋଲକାତାର ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ପ୍ରଥମେ ରିପୋର୍ଟ ଆସିଥିଲା । ହେଲେ କିଛି ସମୟ ପୂର୍ବରୁ ତାଙ୍କ ପୁଅ ମହାକ୍ଷୟ ଚକ୍ରବର୍ତ୍ତୀ ସବୁକିଛି ଗୁଜବ ବୋଲି କହିଥିଲେ । ହେଲେ ଏବେ ଡାକ୍ତରଖାନା ତରଫରୁ ଜାରି କରାଯାଇଥିବା ସୂଚନାରେ ଅଭିନେତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିବା ଜଣାପଡ଼ିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Mithun Chakraborty’s condition stable, ‘Disco Dancer’ had a serious brain stroke | Argus News