Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଜଙ୍ଗଲରେ ଭୟଙ୍କର ନିଆଁ, ଶହ ଶହ ହେକ୍ଟର ଜଙ୍ଗଲ ଜଳୁଛି

Banajyotshna Ray
Browse all articles by Banajyotshna Ray
·2 years ago
ଜଙ୍ଗଲରେ ଭୟଙ୍କର ନିଆଁ, ଶହ ଶହ ହେକ୍ଟର ଜଙ୍ଗଲ ଜଳୁଛି

ଅର୍ଗସ ବ୍ୟୁରୋ:  ଉତ୍ତରାଖଣ୍ଡର ନୈନିତାଲର ଜଙ୍ଗଲରେ ଭୟଙ୍କର ନିଆଁ । ଶହ ଶହ ହେକ୍ଟର ଜଙ୍ଗଲ ଜଳୁଛି । ନିଆଁ ଗୋଟିଏ ପରେ ଗୋଟିଏ ଅଂଚଳକୁ ବ୍ୟାପିବାରେ ଲାଗିଛି । ନିଆଁ ଏତେ ଭୟଙ୍କର ଜଳୁଛି ଯେ, ନିଆଁ ଲିଭାଇବାକୁ ବାୟୁସେନା ଓ ସ୍ଥଳସେନାର ସହାୟତା ନିଆଯାଛି । ବାୟୁସେନାର  Mi-17 helicopter ଦ୍ବାରା ଭୀମତାଲ ହ୍ରଦରୁ ପାଣି ଆଣି ଲିଭାଯାଉଛି । ସେପଟେ ନିଆଁକୁ ଆୟତ୍ତ କରିବା ପ୍ରଶାସନ ପାଇଁ ବଡ ଚ୍ୟାଲେଜ ବୋଲି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ କହିଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Nainital forest fire threatens civilian area | Argus News