Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ହରିୟାଣାର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି  

Manini Pattanayak
Browse all articles by Manini Pattanayak
·1 year ago
ହରିୟାଣାର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି  

ନୂଆଦିଲ୍ଲୀ: ହରିୟାଣାର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି  । ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଚୁଡାନ୍ତ ହୋଇଛି । ନାୟବ ସିଂ ସାଇନି  ଦ୍ବିତୀୟ ଥର ପାଇଁ ହରିୟାଣର ମୁଖ୍ୟମନ୍ତ୍ରୀ ହେବେ । ଆଜି ବିଜେପି ବିଧାୟକ ଦଳ ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୂ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ ।

ଆସନ୍ତ କାଲି ଶପଥ ଗ୍ରହଣ ସମାରୋହ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଓଡିଶା ସମେତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏଥିରେ ଯୋଗ ଦେବେ । 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Nayab Singh Saini will be the next Chief Minister of Haryana | Argus News