Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଦ୍ବିତୀୟ ଥର ପାଇଁ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ ସିଂ ସାଇନି  

Sangram Tripathy
Browse all articles by Sangram Tripathy
·1 year ago
ଦ୍ବିତୀୟ ଥର ପାଇଁ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ ସିଂ ସାଇନି  

ଅର୍ଗସ ବ୍ୟୁରୋ: ହରିୟାଣାର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି। ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଚୁଡାନ୍ତ ହୋଇଛି । ନାୟବ ସିଂ ସାଇନି  ଦ୍ବିତୀୟ ଥର ପାଇଁ ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ । ଆଜି ବିଜେପି ବିଧାୟକ ଦଳ ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ । ଆସନ୍ତାକାଲି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଓଡିଶା ସମେତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏଥିରେ ଯୋଗ ଦେବେ । ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହରିୟାଣା ଗସ୍ତ କରିଛନ୍ତି 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Nayab Singh Saini will take oath as the Chief Minister of Haryana for the second time | Argus News