Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଟେରର୍ ଫଣ୍ଡିଂ ମାମଲାରେ ୫ ରାଜ୍ୟରେ ତଲାସି ଜାରି

National

ଟେରର୍ ଫଣ୍ଡିଂ ମାମଲାରେ ୫ ରାଜ୍ୟରେ ତଲାସି ଜାରି

Smruti Parija
Browse all articles by Smruti Parija
·1 year ago
ଟେରର୍ ଫଣ୍ଡିଂ ମାମଲାରେ ୫ ରାଜ୍ୟରେ ତଲାସି ଜାରି

ଅର୍ଗସ ବ୍ୟୁରୋ: ଏନ୍ଆଇଏର ବଡ଼ ଆକ୍ସନ୍ । ଟେରର୍ ଫଣ୍ଡିଂ ମାମଲାରେ ଦିଲ୍ଲୀ, ୟୁପି, ମହାରାଷ୍ଟ୍ର, ଜମ୍ମୁ କାଶ୍ମୀର ସମେତ ୫ ରାଜ୍ୟରେ ତଲାସି ଜାରି । ଏହି ସମସ୍ତ ରାଜ୍ୟର ୨୨ଟି ଲୋକେସନରେ ରେଡ୍ କରିଛି ଏନଆଇଏ । ଆତଙ୍କୀଙ୍କୁ ଫଣ୍ଡିଂ କରୁଥିବା କିଛି ଗୁପ୍ତ ସଂସ୍ଥା ଏବଂ ଆତଙ୍କୀ ସମର୍ଥକ ଲୁଚି ରହିଥିବାର ସୂଚନା ମିଳିବା ପରେ ଏନ୍ଆଇଏ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜୋରଦାର କରାଯାଇଛି ।

ଆହୁରି ପଢନ୍ତୁ ଭାରତ ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
NIA-search-operation in 5 states including Delhi, UP, Maharashtra, Jammu and Kashmir in the case of terror funding | Argus News