Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ପାଇଁ ଡ୍ରୋନ୍ ମନା

Ritu Das
Browse all articles by Ritu Das
·2 years ago
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ପାଇଁ ଡ୍ରୋନ୍ ମନା

ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡ଼ାଣ ମନା କରାଯାଇଛି। ନୋ ଫ୍ଲାଇଂ ଜୋନ୍‌ ସହ ଡ୍ରୋନ୍‌ ଉଡ଼ାଣ ବାରଣ ପାଇଁ କଡ଼ା ନିର୍ଦ୍ଦେଶ ରହିଛି। ଆସନ୍ତା 10 ଓ 11 ତାରିଖରେ 2 ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ।

ଭୁବନେଶ୍ଵରରେ ରୋଡ୍ ସୋ’ ସହ କନ୍ଧମାଳ, ବରଗଡ଼ ଓ ବଲାଙ୍ଗିରରେ ସଭାସ୍ଥଳକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା ପାଇଁ ଗୁଇନ୍ଦା ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଦିଆଯାଇଛି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
No drones for security | Argus News