Videos
|
National

ଜାନୁୟାରୀ ୨୮ରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ,୧୦୦ ଦିନରେ ଆସିଛି ୪୫ ହଜାର କୋଟି ପୁଞ୍ଜି: ମୁଖ୍ୟମନ୍ତ୍ରୀ

Sangram Tripathy
Browse all articles by Sangram Tripathy
·1 year ago
ଜାନୁୟାରୀ ୨୮ରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ,୧୦୦ ଦିନରେ ଆସିଛି ୪୫ ହଜାର କୋଟି ପୁଞ୍ଜି: ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:ଜାନୁୟାରୀ ୨୮ ଓ ୨୯ତାରିଖରେ ଉତ୍କର୍ଷ ଓଡ଼ିଶା ୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବା ଆମର ଲକ୍ଷ୍ୟ ରହିଛି, ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ୍ କ୍ଷେତ୍ରକୁ ଫୋକସରେ  ରଖାଯାଇଥିବାବେଳେ ୧୦୦ ଦିନ ମଧ୍ୟରେ ୪୫ ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିସାରିଛି ବୋଲି  ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ,ଉତ୍କର୍ଷ ଓଡ଼ିଶା କନକ୍ଲେଭ ପାଇଁ ଶିଳ୍ପପତି ମାନଙ୍କୁ ଭେଟି ଆମନ୍ତ୍ରଣ କରିବା ସହ ନିବେଶକଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ। 


 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: