Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଜମ୍ମୁ ଓ କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା 

National

ଜମ୍ମୁ ଓ କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା 

Sangram Tripathy
Browse all articles by Sangram Tripathy
·1 year ago
ଜମ୍ମୁ ଓ କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା 

ଅର୍ଗସ ବ୍ୟୁରୋ:ଜମ୍ମୁ ଓ କାଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ଓମାର ଅବଦୁଲ୍ଲା । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା । ଶ୍ରୀନଗରର ଶେର-ଇ-କାଶ୍ମୀର ଇଣ୍ଟରନ୍ୟାସନାଲ କନଭେନସନ୍ ସେଣ୍ଟରରେ ଶେଷ ହୋଇଛି ଶପଥ ଗ୍ରହଣ ସମାରୋହ । ନ୍ୟାସନାଲ କନଫରନ୍ସର ଉପସଭାପତି ଥିବା ଓମାର ଅବଦୁଲ୍ଲା କେନ୍ଦ୍ର ଶାସିତ ଅଂଚଳ ଜମ୍ମୁ ଓ କାଶ୍ମୀରର ପ୍ରଥମ ମୁଖ୍ୟମନ୍ତ୍ରଭାବେ ଶପଥ ନେଇଛନ୍ତି,ସୁରିନ୍ଦର ସିଂହ ଚୌଧୁରୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ।ଜମ୍ମୁ ଓ କାଶ୍ମୀରରେ ସରକାର ଗଠନ ପାଇଁ ଓମାର ଅବୁଦଲ୍ଲାଙ୍କୁ ୪୨ଜଣ ନ୍ୟାସନାଲ କନଫରେନ୍ସ, ୬ କଂଗ୍ରେସ, ଚାରି ସ୍ବାଧୀନ ବିଧାୟକ ଓ ଜଣେ ସିପିଆଇଏମ୍ ବିଧାୟକଙ୍କ ସମର୍ଥନ ରହିଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Omar Abdullah took oath as Chief Minister of Jammu and Kashmir | Argus News