Videos
|
National

ନାମାଙ୍କନ କଲେ ପ୍ରଧାନମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·2 years ago
ନାମାଙ୍କନ କଲେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆଜି ବାରାଣସୀ ଲୋକସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ଘାଟକୁ ଯାଇଥିଲେ ।  ନାମାଙ୍କନ କଲେ ପ୍ରଧାନମନ୍ତ୍ରୀ। ବାରାଣସୀରୁ ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ। କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା ପରେ ନାମାଙ୍କନ ପାଇଁ ଗଲେ ମୋଦି। ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ। ଲୋକସଭା ପ୍ରାର୍ଥୀ ଭାବେ ତୃତୀୟ ଥର ପାଇଁ ମୋଦିଙ୍କ ନାମାଙ୍କନ।ନାମାଙ୍କନ ପୂର୍ବରୁ ଗଙ୍ଗା ନଦୀରେ ପୂଜାର୍ଚ୍ଚନା କରିଥିଲେ ମୋଦି।

ଅଧିକ ପଢ଼ନ୍ତୁ ଦେଶ ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
PM Modi files nomination in Varanasi collectorate office | Argus News