Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ୨ ଦିନିଆ ନର୍ଥ ଇଷ୍ଟ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

National

୨ ଦିନିଆ ନର୍ଥ ଇଷ୍ଟ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

Banajyotshna Ray
Browse all articles by Banajyotshna Ray
·2 years ago
୨ ଦିନିଆ ନର୍ଥ ଇଷ୍ଟ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ:  2 ଦିନିଆ ନର୍ଥ ଇଷ୍ଟ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି । ଗତକାଲି ସଂଧ୍ୟାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାତତ କରିଥିଲେ ଆସାମବାସୀ । ଆଜି ଆସାମରେ 18 ହଜାର କୋଟି ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପିଏମ ମୋଦି । ଜୋରହାଟରେ ଆହୋମ ସେନା କମାଣ୍ଡର ଲଚିତ୍‌ ବୋରଫୁକାନଙ୍କ 125 ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ ସହ ଜନସଭାକୁ ସମ୍ବୋଝନ କରିବେ ପିଏମ ମୋଦି । ଆସାମ ପରେ ଅରୁଣାଚଳ ପ୍ରଦେଶର ପଶ୍ଚିମ କାମେଙ୍ଗରେ ସେଲା ଟନେଲ ଉଦଘାଟନ କାର୍ଯ୍ୟକ୍ରମ ରହିଛି । ଇଟାନଗରରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
PM Modi In Assam For 2-Day Northeast Visit | Argus News