ମନ୍ କି ବାତ୍ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
·10 months ago

Key Points
୧୨୫ ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଓଡିଆ ଝିଅ ତଥା ଜାତୀୟ କାନୋଇଂ ଖେଳାଳି ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ। ଭବିଷ୍ୟତ ପାଇଁ ମଙ୍ଗଳ କାମନା କରିବା ସହ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ।
ମନ୍ କି ବାତ୍ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶ୍ରୀନଗରରେ ଆୟୋଜିତ ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ ପ୍ରଶଂସା କଲେ । ନୌଚାଳନାରେ ଭାଗ ନେଇଥିବା ରଶ୍ମିତାଙ୍କୁ ୨ଟି ସ୍ବର୍ଣ୍ଣ ପଦକ ପାଇଁ ଶୁଭେଚ୍ଛା ଜଣାଇଲେ। କିପରି କ୍ରୀଡ଼ା ଜୀବନ ଆରମ୍ଭ କଲେ, କଣ ସଂଘର୍ଷ ଥିଲା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ । ସଂଘର୍ଷ ସତ୍ତ୍ବେ ଖେଳକୁ ନ ଛାଡ଼ି ଜାରି ରଖିବାକୁ ପରାମର୍ଶ ଦେଲେ ମୋଦି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: