PM Modi post / ଅଜିତ ପାଓ୍ବାରଙ୍କ ମୃତ୍ୟୁକୁ ନେଇ ଏମିତି ପୋଷ୍ଟ କଲେ ପ୍ରଧାନମନ୍ତ୍ରୀ ମୋଦି
·5 months ago·2 min read

Key Points
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରର ବାରାମତିରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସେ ଗଭୀର ସମବେଦନା ପ୍ରକାଶ କରିଛନ୍ତି
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରର ବାରାମତିରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସେ ଗଭୀର ସମବେଦନା ପ୍ରକାଶ କରିଛନ୍ତି ଏବଂ ଏହି କଷ୍ଟକର ସମୟରେ ଶୋକସନ୍ତପ୍ତ ପରିବାରକୁ ସାହସ ଏବଂ ଶକ୍ତି କାମନା କରିଛନ୍ତି।
ଏହାସହ ପଢ଼ନ୍ତୁ: ଦେହାନ୍ତ ପୂର୍ବରୁ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ ପୋଷ୍ଟ, କହିଛନ୍ତି....
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ, ଅଜିତ ପାୱାର ଜଣେ ଜନନେତା ଥିଲେ ଯାହାଙ୍କର ଏକ ଦୃଢ଼ ଜନସମର୍ଥନ ଥିଲା। ମହାରାଷ୍ଟ୍ରର ଲୋକଙ୍କ ସେବାରେ ତାଙ୍କର କଠିନ ପରିଶ୍ରମ ଏବଂ ନିଷ୍ଠା ପାଇଁ ତାଙ୍କୁ ବ୍ୟାପକ ଭାବରେ ସମ୍ମାନିତ କରାଯାଇଥିଲା। ପ୍ରଶାସନିକ ବ୍ୟାପାର ପ୍ରତି ତାଙ୍କର ବୁଝାମଣା, ଗରିବ ଏବଂ ଅବହେଳିତ ଲୋକଙ୍କୁ ସଶକ୍ତ କରିବା ପାଇଁ ତାଙ୍କର ଆଗ୍ରହ ମଧ୍ୟ ଉଲ୍ଲେଖନୀୟ ଥିଲା। ତାଙ୍କର ଅକାଳ ବିୟୋଗ ଗଭୀର ଭାବରେ ମର୍ମାହତ ଏବଂ ଦୁଃଖଦାୟକ। ପ୍ରଧାନମନ୍ତ୍ରୀ ତାଙ୍କ ପରିବାର ଏବଂ ତାଙ୍କ ଅଗଣିତ ପ୍ରଶଂସକଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
ଏହାସହ ପଢ଼ନ୍ତୁ: ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ...ସାମ୍ନାକୁ ଆସିଲା ଛାତିଥରା Video
Saddened by the tragic air crash in Baramati, Maharashtra. My thoughts are with all those who lost their loved ones in the crash. Praying for strength and courage for the bereaved families in this moment of profound grief.
— Narendra Modi (@narendramodi) January 28, 2026
ଏହାସହ ପଢ଼ନ୍ତୁ: ଦେହାନ୍ତ ପୂର୍ବରୁ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ ପୋଷ୍ଟ, କହିଛନ୍ତି....
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ, ଅଜିତ ପାୱାର ଜଣେ ଜନନେତା ଥିଲେ ଯାହାଙ୍କର ଏକ ଦୃଢ଼ ଜନସମର୍ଥନ ଥିଲା। ମହାରାଷ୍ଟ୍ରର ଲୋକଙ୍କ ସେବାରେ ତାଙ୍କର କଠିନ ପରିଶ୍ରମ ଏବଂ ନିଷ୍ଠା ପାଇଁ ତାଙ୍କୁ ବ୍ୟାପକ ଭାବରେ ସମ୍ମାନିତ କରାଯାଇଥିଲା। ପ୍ରଶାସନିକ ବ୍ୟାପାର ପ୍ରତି ତାଙ୍କର ବୁଝାମଣା, ଗରିବ ଏବଂ ଅବହେଳିତ ଲୋକଙ୍କୁ ସଶକ୍ତ କରିବା ପାଇଁ ତାଙ୍କର ଆଗ୍ରହ ମଧ୍ୟ ଉଲ୍ଲେଖନୀୟ ଥିଲା। ତାଙ୍କର ଅକାଳ ବିୟୋଗ ଗଭୀର ଭାବରେ ମର୍ମାହତ ଏବଂ ଦୁଃଖଦାୟକ। ପ୍ରଧାନମନ୍ତ୍ରୀ ତାଙ୍କ ପରିବାର ଏବଂ ତାଙ୍କ ଅଗଣିତ ପ୍ରଶଂସକଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।
महाराष्ट्र के बारामती में एक विमान दुर्घटना में महाराष्ट्र के उप मुख्यमंत्री, श्री अजित पवार समेत कई लोगों की मृत्यु का समाचार अत्यंत दुखद है। अजित पवार जी का असामयिक निधन एक अपूरणीय क्षति है। उन्हें महाराष्ट्र के विकास में, विशेषकर सहकारी क्षेत्र में, विशेष योगदान के लिए सदैव…
— President of India (@rashtrapatibhvn) January 28, 2026
ଏହାସହ ପଢ଼ନ୍ତୁ: ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ...ସାମ୍ନାକୁ ଆସିଲା ଛାତିଥରା Video
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories