|
logo
Live

Argus News -  ଦୁବାଇରେ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

National

 ଦୁବାଇରେ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Smruti Parija
Browse all articles by Smruti Parija
·2 years ago
 ଦୁବାଇରେ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅର୍ଗସ ବ୍ୟୁରୋ:  ଦୁବାଇରେ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୁବାଇ ବିମାନବନ୍ଦରରେ ପହଁଚିଲା ପରେ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ସେଠାରେ ବାସ କରୁଥିବା ପ୍ରବାସୀ ଭାରତୀୟ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି । ଆଜି ମୋଦି ଦୁବାଇରେ ଅନୁଷ୍ଠିତ ହେଉଥିବା COP-28 ର ବିଶ୍ୱ ଜଳବାୟୁ ଆକ୍ସନ୍ ସମ୍ମିଳନୀରେ ଯୋଗଦେବେ । 200 ରୁ ଅଧିକ ଦେଶର ପ୍ରତିନିଧି ଏହି ସମ୍ମିଳନୀରେ ଯୋଗଦେବେ । ଚଳିତ ବର୍ଷ ଦୁବାଇରେ ଏହି ସମ୍ମିଳନୀ ନଭେମ୍ବର 30 ରୁ ଡିସେମ୍ବର 12 ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । 

ଡିସେମ୍ବର ୧ରେ COP28 ବିଶ୍ୱ ଜଳବାୟୁ ପରିବର୍ତ୍ତନ ସମିଟ୍ ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
 ଦୁବାଇରେ ପହଁଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | Argus News