Videos
|
National

ଆଜି ପ୍ରଧାନମନ୍ତ୍ରୀଙ୍କ 'ମନ କି ବାତ'ର 107 ତମ ସଂସ୍କରଣ

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ପ୍ରଧାନମନ୍ତ୍ରୀଙ୍କ 'ମନ କି ବାତ'ର 107 ତମ ସଂସ୍କରଣ

ଅର୍ଗସ ବ୍ୟୁରୋ:  ଆଜି ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମ । ଦିନ 11ଟାରେ ପ୍ରସାରଣ ହେବ ମନ କି ବାତର 107 ତମ ସଂସ୍କରଣ । ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ମତ ରଖିବେ ପ୍ରଧାନମନ୍ତ୍ରୀ ମୋଦି । ଏହି କାର୍ଯ୍ୟକ୍ରମ ସକାଳ 11 ଟାରେ ଆକାଶବାଣୀ ଏବଂ ଦୂରଦର୍ଶନର ସମଗ୍ର ନେଟୱାର୍କରେରେ ପ୍ରସାରିତ ହେବ | ପିଏମଓ ଏବଂ ଆଇ ଆଣ୍ଡ ବି ମନ୍ତ୍ରଣାଳୟର ୟୁଟ୍ୟୁବ୍ ଚ୍ୟାନେଲରେ ସିଧା ପ୍ରସାରଣ ହେବ। ଆକାଶବାଣୀ ନ୍ୟୁଜ୍ ହିନ୍ଦୀ ପ୍ରସାରଣ ପରେ ତୁରନ୍ତ ଆଞ୍ଚଳିକ ଭାଷାରେ ଏହି କାର୍ଯ୍ୟକ୍ରମ ପ୍ରସାରଣ ହେବ ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: