Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

କେନ୍ଦ୍ର ମନ୍ତ୍ରୀପରିଷଦ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧକ୍ଷତାରେ ବସିବ ବୈଠକ

Banajyotshna Ray
Browse all articles by Banajyotshna Ray
·2 years ago
କେନ୍ଦ୍ର ମନ୍ତ୍ରୀପରିଷଦ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧକ୍ଷତାରେ ବସିବ ବୈଠକ

ଅର୍ଗସ ବ୍ୟୁରୋ: ଆଜି ବସିବ କେନ୍ଦ୍ର ମନ୍ତ୍ରୀପରିଷଦ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧକ୍ଷତାରେ ଏହି ବୈଠକ ହେବ । ଦିନ 11ଟାରେ ଦିଲ୍ଲୀର ସୁଷମା ସ୍ବରାଜ ଭବନରେ ଏହି ବୈଠକ ଅନୁଷ୍ଠିତ ହେବ । ଲୋକସଭା ନିର୍ବଚନ ପୂର୍ବରୁ ଏହା ଶେଷ ମନ୍ତ୍ରୀ ପରିଷଦ ବୈଠକ ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi to chair Council of Ministers meet today | Argus News