Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି ଝାଡ଼ଖଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର

National

ଆଜି ଝାଡ଼ଖଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର

Banajyotshna Ray
Browse all articles by Banajyotshna Ray
·1 year ago
ଆଜି ଝାଡ଼ଖଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର

ଅର୍ଗସ ବ୍ୟୁରୋ:  ଆଜି ଝାଡ଼ଖଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର। ରାଞ୍ଚିରେ କରିବେ ୫ କିଲୋମିଟରର ମେଗା ରୋଡ ଶୋ। ସେହିପରି ବୋକାରୋ ଓ ଗୁମାଲରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ମୋଦି। ବୋକାରୋରେ ଦିନ ଗୋଟାଏ ଏବଂ ଗୁମାଲରେ ୩ଟାରେ ଜନସଭାକୁ ସମ୍ବୋଧିତ କରିବେ। ରାଞ୍ଚିରେ ହେବାକୁ ଥିବା ମେଗା ରୋଡ ଶୋ ୫ଟାରେ ଓଡିସି ଗ୍ରାଉଣ୍ଡରୁ ଆରମ୍ଭ ହୋଇ ନ୍ୟୁ ମାର୍କେଟ ଚୌକରେ ସେଷ ହେବ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi to hold mega roadshow, poll rallies in Jharkhand today ahead of elections | Argus News