Videos
|
National

ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ

Banajyotshna Ray
Browse all articles by Banajyotshna Ray
·1 year ago
ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ

ଅର୍ଗସ ବ୍ୟୁରୋ:  ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ ମୋଦି । ଯୋଜନାରେ ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ । 3 ବର୍ଷ ପାଇଁ ତାଲିମ ସମୟରେ  ମଧ୍ୟ ମହିଳାଙ୍କୁ ମିଳିବ 5ରୁ 7 ହଜାର ଟଙ୍କା । ଏହାବ୍ୟତୀତ କମିଶନ ମଧ୍ୟ ମିଳିବ । କାର୍ଯ୍ୟ ଅନୁସାରେ ପରବର୍ତ୍ତୀ ସମୟରେ ମହିଳାଙ୍କୁ ପଦୋନ୍ନତି ମିଳିବ । ହରିୟାଣାର ପାନିପତରେ ଭାରତୀୟ ଜୀବନ ବୀମା ନିଗମର ସଖୀ ଯୋଜନା ଲଞ୍ଚ କରିଛନ୍ତି ।  ସଶକ୍ତିକରଣ ପାଇଁ ଏହି ଯୋଜନା ଦେଶର ମହିଳାଙ୍କୁ ଅଧିକ ଶକ୍ତି ଯୋଗାଇବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

ଅଧିକ ପଢ଼ନ୍ତୁ ଦେଶ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
PM Modi to launch 'Bima Sakhi Yojana' for women on Dec 9 | Argus News