Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଗ୍ରୀକ୍ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago
ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଗ୍ରୀକ୍ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଗ୍ରୀକ୍ ପ୍ରଧାନମନ୍ତ୍ରୀ କିରିୟାକୋସ ମିତ୍ସୋଟାକିସ୍ । ଏହି ଅବସରରେ ତାଙ୍କୁ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଗତ ଜଣାଇଥିଲେ । ସେଠାରେ ଦୁଇ ଦେଶର ନେତାଙ୍କ ମଧ୍ୟରେ ପ୍ରତିନିଧିସ୍ତରୀୟ ଆଲୋଚନା ହୋଇଥିଲା । 

ଅଧିକ ପଢନ୍ତୁ ଭାରତ ଖବର

ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ୧୬ ବର୍ଷ ପରେ ଗ୍ରୀକର ପ୍ରଧାନମନ୍ତ୍ରୀ ଭାରତ ଆସିଛନ୍ତି । ଏହା ଦେଶ ପାଇଁ ଏକ ଐତିହାସିକ କ୍ଷଣ । ଏହାସହ ଗ୍ରୀକ୍ ପ୍ରଧାନମନ୍ତ୍ରୀ ଉପରାଷ୍ଟ୍ରପତି ଜଗଦୀପ ଧନକଡେ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟଶଙ୍କରଙ୍କୁ ମଧ୍ୟ ସାକ୍ଷାତ କରିଥିଲେ ।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi welcomes Greece PM Kyriakos Mitsotakis at Rashtrapati Bhavan | Argus News