Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର

Ritu Das
Browse all articles by Ritu Das
·2 years ago
ଆଜି ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର

ଅର୍ଗସ ବ୍ୟୁରୋ: ଆଜି ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ମାରାଥନ୍ ନିର୍ବାଚନ ପ୍ରଚାର । ପଶ୍ଚିମବଙ୍ଗର ବର୍ଦ୍ଧନ, କୃଷ୍ଣନଗର ଏବଂ ବାଲପୁର ନିର୍ବାଚନମଣ୍ଡଳୀରେ ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହ ଝାଡ଼ଖଣ୍ଡରେ ମଧ୍ୟ ନିର୍ବାଚନ ପ୍ରଚାର କରିବେ ମୋଦି । ପାଲାମୁରୁ ବିଜେପି ପ୍ରାର୍ଥୀ ବିଷ୍ଣୁ ଦିନଲ ରାମଙ୍କ କରିବେ ପ୍ରଚାର। 

ସେପଟେ ମେ’ ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଦକ୍ଷିଣ ଓଡ଼ିଶାରେ ହାଇଭୋଲଟେଜ ପ୍ରଚାର କରିବେ  ମୋଦି ।  ବ୍ରହ୍ମପୁର ଓ ନବରଙ୍ଗପୁର ଜନସଭାରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi's election campaign | Argus News