Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

National

ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago
ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆଜି ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି । ଭିଡିଓ କନଫରେନ୍ସିଂ ଜରିଆରେ ସମାବେଶକୁ କରିବେ ସମ୍ବୋଧନ । ସାମିଲ ହେବେ ହଜାର ହଜାର ହିତାଧିକାରୀ । କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ସ୍ଥାନୀୟ ସ୍ତରର ପ୍ରତିନିଧୀ ।

ଅଧିକ ପଢନ୍ତୁ ଭାରତ ଖବର 

ଗତବର୍ଷ ୧୫ ନଭେମ୍ବରରେ ଏହାର ଶୁଭାରମ୍ଭ ପରଠାରୁ ସାରା ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ କଥା ହେଉଛନ୍ତି ପ୍ରଧାନମନ୍ତ୍ରୀ । କେନ୍ଦ୍ର ସରକାରଙ୍କ ଯୋଜନାଗୁଡିକର ଲାଭ ସମସ୍ତ ଧାର୍ଯ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାବା ସୁନିଶ୍ଚିତ କରିବା ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।  ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଅଂଶଗ୍ରହଣକାରୀଙ୍କ ସଂଖ୍ୟା ୧୫ କୋଟି ଅତିକ୍ରମ କରିସାରିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM to interact with beneficiaries of Viksit Bharat Sankalp Yatra on 18th January | Argus News