Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago
ଆଜି ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିବେ । ଏହି ଗସ୍ତ ଅବସରରେ ସେ ଲକ୍ଷ୍ନୌରେ ବିଭିନ୍ନ ପ୍ରକଳ୍ପ ଏବଂ ସମ୍ଭଲରେ କଲକୀ ଧାମ ମନ୍ଦିରର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ । ସମ୍ଭଲରେ ପିଏମ କଲକୀ ଧାମ ମନ୍ଦିର ମଡେଲର ଉନ୍ମୋଚନ କରିବା ପରେ ଏକ ସଭାକୁ ସମ୍ବୋଧିତ କରିାର କର୍ଯ୍ୟକ୍ରମ ରହିଛି ।  ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରି ସୂଚନା ଦେଇଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM to visit Uttar Pradesh on 19th February | Argus News