Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଦେବେ ପ୍ରଧାନମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଦେବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଦେବେ ପ୍ରଧାନମନ୍ତ୍ରୀ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରାହ୍ନ 5ଟାରେ ଲୋକସଭାରେ ବକ୍ତବ୍ୟ ରଖିବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବଜେଟ୍ ଅଭିଭାଷଣରେ ରାଷ୍ଟ୍ରୀୟ ଶିକ୍ଷା ନୀତିକୁ ଗୁରୁତ୍ବ ଦେବା ସହ ଭାରତ ବିଶ୍ବର 3ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି ବୋଲି କହିଥିଲେ । ଗରିବୀ ସୀମା ଉପରକୁ ଉଠାଯାଇଛି 25 କୋଟି ଲୋକ । 


AI ଓ ଡିଜିଟାଲ ଟେକ୍ନୋଲୋଜି ଦ୍ବାରା ବିଶ୍ବକୁ ଭାରତ ଦିଶା ଦେଖାଉଛି ବୋଲି କହିଥିଲେ ମହାମିହମ । ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ବ ଦିଆଯାଉଛି । 13 ଭାଷାରେ ଏବେ ପରୀକ୍ଷା ପରିଚାଳନା ହେଉଛି। ଦେଶରେ ଉଚ୍ଚ ଶିକ୍ଷାନୁଷ୍ଠାନ ସଂଖ୍ୟା ବଢ଼ିଛି ବୋଲି ରାଷ୍ଟ୍ରପତି କହିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM’s reply to the Motion of Thanks on the President’s Address in the Rajya Sabha | Argus News