Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ୧୯ଟି ବର୍ଗରେ ୧୩୯ ଜଣ ପଦ୍ମ ବିଜେତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି

National

୧୯ଟି ବର୍ଗରେ ୧୩୯ ଜଣ ପଦ୍ମ ବିଜେତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି

Smruti Parija
Browse all articles by Smruti Parija
·1 year ago
୧୯ଟି ବର୍ଗରେ ୧୩୯ ଜଣ ପଦ୍ମ ବିଜେତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି

ସମ୍ମାନଜନକ ପଦ୍ମ ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୯ଟି ବର୍ଗରେ ୧୩୯ ଜଣ ପଦ୍ମ ବିଜେତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି । ଓଡ଼ିଶାର ୪ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି । ମେଡିସିନ୍ କ୍ଷେତ୍ରରେ ଅବଦାନ ପାଇଁ ଡାକ୍ତର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଛି । ସେହିପରି କଳା ପାଇଁ ଅଦ୍ବୈତ ଚରଣ ଗଡ଼ନାୟକ ଓ ଦୁର୍ଗା ଚରଣ ରଣବୀରଙ୍କୁ ପଦ୍ମଶ୍ରୀ । ସାହିତ୍ୟ ଓ ଶିକ୍ଷା ପାଇଁ ପ୍ରତିଭା ଶତପଥୀଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
president-honours-139-padma-awardees-in-19-categories | Argus News