Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବିଦାୟୀ ମନ୍ତ୍ରୀମଣ୍ଡଳଙ୍କୁ ରାଷ୍ଟ୍ରପତି ଭବନରେ ରାତ୍ରିଭୋଜନ ଦେଲେ ରାଷ୍ଟ୍ରପତି

National

ବିଦାୟୀ ମନ୍ତ୍ରୀମଣ୍ଡଳଙ୍କୁ ରାଷ୍ଟ୍ରପତି ଭବନରେ ରାତ୍ରିଭୋଜନ ଦେଲେ ରାଷ୍ଟ୍ରପତି

Banajyotshna Ray
Browse all articles by Banajyotshna Ray
·1 year ago
ବିଦାୟୀ ମନ୍ତ୍ରୀମଣ୍ଡଳଙ୍କୁ ରାଷ୍ଟ୍ରପତି ଭବନରେ ରାତ୍ରିଭୋଜନ ଦେଲେ ରାଷ୍ଟ୍ରପତି

ଅର୍ଗସ ବ୍ୟୁରୋ: ରାଷ୍ଟ୍ରପତି ଦେଲେ ରାତ୍ରିଭୋଜନ। ବିଦାୟୀ ମନ୍ତ୍ରୀମଣ୍ଡଳଙ୍କୁ ରାଷ୍ଟ୍ରପତି ଭବନରେ ରାତ୍ରିଭୋଜନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁୁ। ସବୁ ମନ୍ତ୍ରୀମଣ୍ଡଳ ରାଷ୍ଟ୍ରପତି ଭବନରେ ରାତ୍ରିଭୋଜନ କରିଛନ୍ତି। ତୃତୀୟ ପାଳିରେ ସରକାର ଗଢିବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଜନତା ପାର୍ଟି । ଲୋକସଭା ଭଙ୍ଗ କରିବା ପାଇଁ କେନ୍ଦ୍ର କ୍ୟାବିନେଟର ସୁପାରିଶ । ତେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସରକାର ଗଠନ କରିବାକୁ ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।  ଆସନ୍ତା ୮ତାରିଖ ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନରେନ୍ଦ୍ର ମୋଦୀ ।

ଅଧିକ ପଢ଼ନ୍ତୁ ଦେଶ ଖବର: 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
President Murmu hosts dinner for PM Modi, outgoing council of ministers | Argus News