Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆସନ୍ତା ୨୨ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ଦିନିଆ ସାଉଦି ଆରବ ଗସ୍ତ

Rashmita Mishra
Browse all articles by Rashmita Mishra
·1 year ago
ଆସନ୍ତା ୨୨ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ଦିନିଆ ସାଉଦି ଆରବ ଗସ୍ତ

ଆସନ୍ତା ୨୨ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ଦିନିଆ ସାଉଦି ଆରବ ଗସ୍ତ । ସାଉଦି ଯୁବରାଜ ମହମ୍ମଦ ବିନ୍‌ ସଲମାନଙ୍କ ଆମନ୍ତ୍ରଣ କ୍ରମେ ମୋଦି ସାଉଦି ଆରବ ଯାଉଛନ୍ତି । ଦୁଇ ଦିନିଆ ଗସ୍ତ କାଳରେ ମୋଦି ଓ ସଲମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗ ନେଇ ଦ୍ବିପାକ୍ଷିକ ଆଲୋଚନା ହେବା ସମ୍ଭାବନା ରହିଛି । ପିଏମ ମୋଦିଙ୍କ ଶାସନ କାଳରେ ଗତ ଏକ ଦଶ ବର୍ଷ ମଧ୍ୟରେ ଭାରତ ଓ ସାଉଦି ଆରବ ମଧ୍ୟରେ ବାଣିଜ୍ୟିକ, ରାଜନୈତିକ, ସାମାଜିକ, ସାଂସ୍କୃତିକ ସମ୍ପର୍କ ଅଧିକ ମଜଭୁତ ହୋଇଛି। ପିଏମ ମୋଦିଙ୍କ ଗସ୍ତ ଉଭୟ ଦେଶର ସମ୍ପର୍କକୁ ନୂଆ ସୋପାନରେ ପହଞ୍ଚାଇବ ବୋଲି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
prime-minister-modis-two-day-visit-to-saudi-arabia-on-22nd | Argus News