Videos
|
National

ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Manini Pattanayak
Browse all articles by Manini Pattanayak
·2 years ago
ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୨୦୨୪  ସମସ୍ତଙ୍କ ପାଇଁ ସମୃଦ୍ଧତା, ଶାନ୍ତି ଏବଂ ଉତ୍ତମ ସ୍ୱାସ୍ଥ୍ୟ  ଆଣିଦେଉ  ବୋଲି ମୋଦି କହିଛନ୍ତି।  ନୂତନ ବର୍ଷ ଆପଣଙ୍କ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।   

 

ଆଜି 2024ର ପହିଲି ସକାଳ।  ନୂଆ ଆଶା, ନୂଆ ଆକାଂକ୍ଷା ଓ ନୂଆ ସ୍ବପ୍ନ  ନେଇ ଆସିଛି। 2023କୁ ବିଦାୟ ଦେଇ ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦେଖୁଛି ପୁରା ଦେଶ । ଚାରିଆଡେ ଶୁଭେଚ୍ଛାର ସୁଅ । ସମସ୍ତଙ୍ଗ ମୁହୁଁରେ ହାପି ନ୍ୟୁଉ ଇୟର୍ । ଘରେ ବାହାରେ, ପରିବାର ସାଥିରେ, ସାଙ୍ଗସାଥୀ ମେଳରେ ଏକାଠି ହୋଇ 2024କୁ ସ୍ବାଗତ କରୁଛନ୍ତି ସମସ୍ତେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Prime Minister Narendra Modi congratulated the New Year | Argus News