Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି

Rashmita Mishra
Browse all articles by Rashmita Mishra
·1 year ago
ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି

ଅର୍ଗସ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ଚାଲିଥିବା ଓଡ଼ିଶା ପର୍ବର ଆଜି ଶେଷ ଦିନ । ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି । ଓଡ଼ିଆ ସଂସ୍କୃତିର ପ୍ରଚାର ଓ ସୁରକ୍ଷା ପାଇଁ ‘ଓଡ଼ିଆ ସମାଜ’ର ବଡ଼ ପ୍ରୟାସ । ଓଡ଼ିଶା ପର୍ବରେ ଜମୁଛି ଓଡ଼ିଆଙ୍କ ଭିଡ଼ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ଆଜି ଓଡ଼ିଶା ପର୍ବରେ ସାମିଲ ହୋଇଛନ୍ତି । ବିଭିନ୍ନ ଷ୍ଟଲ ବୁଲୁଛନ୍ତି କେନ୍ଦ୍ରମନ୍ତ୍ରୀ ।

 

  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Narendra Modi joined on the last day | Argus News