ମତଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
·2 years ago

ଅର୍ଗସ ବ୍ୟୁରୋ: ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ। ଅହମ୍ମଦାବାଦରେ ମତଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତୃତୀୟ ପର୍ଯ୍ୟାୟ ମତଦାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ସହ ଅମିତ ଶାହ ମଧ୍ୟ ନଜର ଆସିଛନ୍ତି। ଆଜି ତୃତୀୟ ପର୍ଯ୍ୟାୟ ମତଦାନ। ତୃତୀୟ ପର୍ଯ୍ୟାୟ ନିର୍ବାଚନ ମୈଦାନରେ ଥିବା ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି ଅନେକ ହେଭିୱେଟ୍ । ସାରା ଦେଶର ରହିଛି ଗୁଜରାଟର ଗାନ୍ଧୀନଗର ଆସନ ଉପରେ କାହିଁକି ନା ବିଜେପିର ଭେଟରାନ ପଲିଟିକାଲ ଷ୍ଟ୍ରାଟେଜିଷ୍ଟେ ତଥା ଦେଶର ଗୃହମନ୍ତ୍ରୀ ଅମିତ ଶାହ ଏହି ଆସନରୁ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ।
ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

