Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଜି ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Manini Pattanayak
Browse all articles by Manini Pattanayak
·1 year ago
ଆଜି ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

 ନୂଆଦିଲ୍ଲୀ:  ଆଜି ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରୁଷିଆର କାଜାନରେ ହେବାକୁ ଥିବା 16 ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି।

ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କରିଛନ୍ତି । 23 ଓ 24 ତାରିଖରେ କାଜାନରେ ବ୍ରିକ୍ସ ସମ୍ମିଳନୀ ହେବାକୁ ଯାଉଛି । 

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Narendra Modi will visit Russia today | Argus News