Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ପ୍ରଧାନମନ୍ତ୍ରୀ ପଦରୁ ମୋଦିଙ୍କ ଇସ୍ତଫା

Swayangprajna Mishra
Browse all articles by Swayangprajna Mishra
·2 years ago
ପ୍ରଧାନମନ୍ତ୍ରୀ ପଦରୁ ମୋଦିଙ୍କ ଇସ୍ତଫା

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ତଫା । ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି ।ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦି । ଜୁନ ୮ ରେ ତୃତୀୟ ଥର ଭାବେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ । 

ଅଧିକ ପଢନ୍ତୁ : ପରାଜୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister Narendra Modi's resignation | Argus News