Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ମହିଳା ଦିବସ ଉପଲକ୍ଷେ ଦେଶର ମହିଳାଙ୍କୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି

National

ମହିଳା ଦିବସ ଉପଲକ୍ଷେ ଦେଶର ମହିଳାଙ୍କୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି

Ritu Das
Browse all articles by Ritu Das
·2 years ago
ମହିଳା ଦିବସ ଉପଲକ୍ଷେ ଦେଶର ମହିଳାଙ୍କୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି

ଅର୍ଗସ ବ୍ୟୁରୋ: କମିଲା ଘରୋଇ ଏଲପିଜି ରନ୍ଧନ ଗ୍ୟାସ ଦର । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ମହିଳାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଏକ୍ସରେ ପୋଷ୍ଟ କରିବା ସମୟରେ ନିଜେ ପିଏମ ମୋଦି ଏ ନେଇ ସୂଚନା ଦେଇଛନ୍ତି ।

ଆଜି ମହିଳା ଦିବସ ଅବସରରେ ସରକାର ଏଲପିଜି ସିଲିଣ୍ଡର ମୂଲ୍ୟରେ ୧୦୦ ଟଙ୍କା ରିହାତି ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ୱାରା ମହିଳାଙ୍କ ଜୀବନ ସହଜ ହେବା ସହ କୋଟି କୋଟି ପରିବାରର ଆର୍ଥିକ ବୋଝ ମଧ୍ୟ ହ୍ରାସ ପାଇବ । ଏହି ପଦକ୍ଷେପ ପରିବେଶ ସୁରକ୍ଷାରେ ମଧ୍ୟ ସହାୟକ ହେବ, ଯାହା କି ପୂରା ପରିବାରର ସ୍ୱାସ୍ଥ୍ୟରେ ମଧ୍ୟ ଉନ୍ନତି ଆଣିବ ବୋଲି ମୋଦୀ ଟ୍ୱିଟ୍ କରିଛନ୍ତି ।

ଅଧିକ ପଢ଼ନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Prime Minister's | Argus News