Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା: ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି

Ritu Das
Browse all articles by Ritu Das
·2 years ago
ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା: ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି

ଅର୍ଗସ ବ୍ୟୁରୋ: ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି । ଏଥର କଂଗ୍ରେସକୁ ବିରୋଧୀ ଦଳ ମାନ୍ୟତା ମିଳିଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଘରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।

ପ୍ରାୟ ୧୦ବର୍ଷ ପରେ ଲୋକସଭାକୁ ବିରୋଧୀ ଦଳ ନେତା ମିଳିଛି। ରାହୁଲ ଏବେ ଉତ୍ତରପ୍ରଦେଶ ରାଏବରେଲିରୁ ଏମପି ଭାବେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ନିଷ୍ପତ୍ତି ବିଷୟରେ କଂଗ୍ରେସର ବରିଷ୍ଠ ନେତା କେସି ବେଣୁ ଗୋପାଳ ସୂଚନା ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rahul Gandhi | Argus News