Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ, ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା

National

ଆଜି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ, ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା

Jitendra Dash
Browse all articles by Jitendra Dash
·2 years ago·1 min read
ଆଜି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ, ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା

ଅର୍ଗସ ବ୍ୟୁରୋ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବନିର୍ବାଚିତ ବିଧାୟକ ଭଜନ ଲାଲ ଶର୍ମା । ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭଜନ ଲାଲ । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍‌ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ କାରାଯାଇଛି ।

ଅଧିକ ପଢନ୍ତୁ : ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଜନ ଲାଲ ଶର୍ମା

ରାଜଧାନୀ ରାୟପୁରରେ ଗତ ଗୁରବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ପରେ ଭଜନ ଲାଲଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଥିଲା । ଏହାପରେ ସେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଥିଲେ । ରାଜ୍ୟପାଳଙ୍କ ଅନୁମତି କ୍ରମେ ଆଜି ଭଜନ ଲାଲଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ୪ ଥର ରାଜ୍ୟ ବିଜେପିର ସାଧାରଣ ସଂପାଦକ ରହିଥିବା ଭଜନଲାଲ ଶର୍ମା ଏବେ ରାଜସ୍ଥାନ ବିଜେପିର ସାଧାରଣ ସଂପାଦକ ଅଛନ୍ତି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bhajan Lal Sharma takes oath as Rajasthan CM; PM Modi, BJP top brass attend ceremony in Jaipur | Argus News