Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ

Smruti Parija
Browse all articles by Smruti Parija
·1 year ago
ପ୍ରକାଶ ପାଇଲା ବିଜ୍ଞପ୍ତି,  ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ

ଅର୍ଗସ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ । ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । 10 ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ । ଆସନ୍ତା 20 ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ପଡିବ ଭୋଟ୍ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rajya Sabha Elections. Notification published. Nomination filing process begins today. | Argus News