ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ
·1 year ago

ଅର୍ଗସ ବ୍ୟୁରୋ: ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ । ତାଙ୍କୁ ଚିକିତ୍ସା ପାଇଁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ମେଡିକାଲ ଟିମ୍ ନଜର ରଖିଛନ୍ତି । ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଆଉ ଦୁଇରୁ ତିନି ଘଣ୍ଟା ମଧ୍ୟରେ ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯିବ ବୋଲି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: