ଅବସରପ୍ରାପ୍ତ ବିଚାରପତି ବି. ସୁଦର୍ଶନ ରେଡ୍ଡୀ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ
·11 months ago

Key Points
ଅବସରପ୍ରାପ୍ତ ବିଚାରପତି ବି. ସୁଦର୍ଶନ ରେଡ୍ଡୀ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ
ପ୍ରାର୍ଥୀ ଘୋଷଣା କଲେ AICC ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ ସୁଦର୍ଶନ ରେଡ୍ଡୀ
ଅବସରପ୍ରାପ୍ତ ବିଚାରପତି ସୁଦର୍ଶନ ରେଡ୍ଡୀ ହେଲେ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ AICC ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ । ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ ସୁଦର୍ଶନ ରେଡ୍ଡୀ । INDIA ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଜଷ୍ଟିସ୍ ସୁଦର୍ଶନ ରେଡ୍ଡୀ ।
ପୂର୍ବରୁ ସିପି ରାଧାକ୍ରିଷ୍ଣନ NDA ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଚୟନ ହୋଇଛନ୍ତି । NDA ସଂସଦୀୟ ବୋର୍ଡ ବୈଠକରେ ଜେପି ନଡ୍ଡା ଘୋଷଣା କରିଛନ୍ତି । ଏବେ ମହାରାଷ୍ଟ୍ର ରାଜ୍ୟପାଳ ଅଛନ୍ତି ସିପି ରାଧାକ୍ରିଷ୍ଣନ । ତାମିଲନାଡୁ ବାସିନ୍ଦା ହେଉଛନ୍ତି ସିପି ରାଧାକ୍ରିଷ୍ଣନ । ପୂର୍ବରୁ ଝାଡ଼ଖଣ୍ଡର ରାଜ୍ୟପାଳ ଓ କୋଇମ୍ବଟୋରରୁ ଦୁଇ ଥର ଏମପି ରହିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: