Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ଆଗାମୀ ୩ ଦିନ ମଧ୍ୟରେ କେରଳ ଉପକୂଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

Ritu Das
Browse all articles by Ritu Das
·1 year ago
ଆଗାମୀ ୩ ଦିନ ମଧ୍ୟରେ କେରଳ ଉପକୂଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

Key Points

ଆଗାମୀ ୨ ରୁ ୩ ଦିନ ମଧ୍ୟରେ କେରଳ ଉପକୂଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ।

ଆଗାମୀ ୨ ରୁ ୩ ଦିନ ମଧ୍ୟରେ କେରଳ ଉପକୂଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଣିପାଗ ବିଭାଗର ଆକଳନ। ସେପଟେ ବିଭିନ୍ନ ଜିଲ୍ଲାରେ ଆରମ୍ଭ ହୋଇଛି ପ୍ରାକ-ମୌସୁମୀ ବର୍ଷା। ଆରବସାଗର ଏବଂ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିଥିବା ଜଳୀୟବାଷ୍ପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଏବଂ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  ହେବ।


ଏହାସହ ଗଜପତି ଜିଲ୍ଲାର ଗୁମ୍ମା ଠାରେ ସର୍ବାଧିକ ୧୩୦ମିମି ବର୍ଷା ରେକର୍ଡ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
southwest-monsoon-to-hit-kerala-coast-in-next-3-days | Argus News