Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - କେଜରିଓ୍ବାଲଙ୍କ ଜାମିନ ୭ ଦିନ ବୃଦ୍ଧି ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

National

କେଜରିଓ୍ବାଲଙ୍କ ଜାମିନ ୭ ଦିନ ବୃଦ୍ଧି ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

Ritu Das
Browse all articles by Ritu Das
·2 years ago
କେଜରିଓ୍ବାଲଙ୍କ ଜାମିନ ୭ ଦିନ ବୃଦ୍ଧି ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ଅର୍ଗସ ବ୍ୟୁରୋ: ୨ ଜୁନରେ କୋର୍ଟରେ ସରେଣ୍ଡର କରିବେ କେଜରିୱାଲ । ଯାହା ଦ୍ୱାରା ସୁପ୍ରିମକୋର୍ଟରୁ କେଜ୍ରିୱାଲଙ୍କୁ ବଡ ଝଟକା ଲାଗିଛି । କେଜରିଓ୍ବାଲଙ୍କ ଯାଞ୍ଚ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ୭ ଦିନ ବୃଦ୍ଧି ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ମନା କରିଦେଇଛନ୍ତି କୋର୍ଟ । କେବଳ ଏତିକି ନୁହେଁ, ଆବେଦନ ବିଳମ୍ବରେ ଦାଖଲକୁ ନେଇ ପ୍ରଶ୍ନ ଉଠାଇଛନ୍ତି କୋର୍ଟ୍ । 

ଏଥିସହିତ କହିଛନ୍ତି, ମାମଲାର ଶୁଣାଣି ଅନ୍ୟ ଏକ ବେଞ୍ଚ ନିକଟରେ ସଂରକ୍ଷିତ ରହିଛି । ଏହାଛଡା ଶୁଣାଣି ପାଇଁ ଏହି ଆବେଦନକୁ ସୁପ୍ରିମକୋର୍ଟ୍ ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୁଡଙ୍କ ନିକଟକୁ ପଠାଇଦିଆଯାଇଛି । ସୁପ୍ରିମକୋର୍ଟଙ୍କ ଏଭଳି ନିଷ୍ପତ୍ତି ପରେ କେଜରିୱାଲ ଆସନ୍ତା ଜୁନ୍ ୨ରେ ସରେଣ୍ଡର କରିବା ସ୍ପଷ୍ଟ ହୋଇଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Supreme Court refuses | Argus News