Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
National

ସୁପ୍ରିମକୋର୍ଟଙ୍କ ୭ଜଣିଆ ଖଣ୍ଡପୀଠ ଦ୍ବାରା ମାମଲାର ଶୁଣାଣି

Smruti Parija
Browse all articles by Smruti Parija
·1 year ago
ସୁପ୍ରିମକୋର୍ଟଙ୍କ ୭ଜଣିଆ ଖଣ୍ଡପୀଠ ଦ୍ବାରା ମାମଲାର ଶୁଣାଣି

ଅର୍ଗସ ବ୍ୟୁରୋ: ଆଲିଗଡ ମୁସଲିମ୍ ବିଶ୍ବବିଦ୍ୟାଳୟର ସଂଖ୍ୟାଲଘୁ ମାନ୍ୟତାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ । ୧୯୬୭ ମସିହାରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି । ଏଥିସହ ଆଲିଗଡ ମୁସଲିମ୍ ବିଶ୍ବବିଦ୍ୟାଳୟକୁ ସଂଖ୍ୟାଲଘୁ ମାନ୍ୟତା ଦିଆଯିବ କି ନାହିଁ  ସେ ସମ୍ପର୍କରେ ଆଉ ଏକ ଖଣ୍ଡପୀଠ ଦ୍ବାରା ଶୁଣାଣି ହେବ । 

ଏଥିପାଇଁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ତିନିଜଣିଆ ବେଂଚ ଗଠନ କରାଯାଇଛି । ଯଦି ଆଲିଗଡ ମୁସଲିମ୍ ବିଶ୍ବବିଦ୍ୟାଳୟକୁ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ମାନ୍ୟତା ମିଳିବ ତେବେ ସଂଖ୍ୟାଲଘୁ ମାନଙ୍କୁ ୫୦ ପ୍ରତିଶତ ସଂରକ୍ଷଣ ମିଳିବ ।  

ଆହୁରି ପଢନ୍ତୁ ଭାରତ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
supreme-court-supreme-verdict-on-aligarh-muslim-university | Argus News