Videos
|
National

ଆଜି ଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଯୋଜନାର 18 ତମ କିସ୍ତି

Manini Pattanayak
Browse all articles by Manini Pattanayak
·1 year ago
ଆଜି ଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଯୋଜନାର 18 ତମ କିସ୍ତି

 ନୂଆଦିଲ୍ଲୀ:  ଦଶହରା ପୂର୍ବରୁ ଚାଷୀଙ୍କୁ କେନ୍ଦ୍ରର ବଡ଼ ଭେଟି। ଆଜି ଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଯୋଜନାର 18 ତମ କିସ୍ତି । ଚାଷୀଙ୍କୁ ପିଏମ୍‌ କିଷାନ ଯୋଜନାର ସହାୟତା ରାଶି ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ପ୍ରତ୍ୟେକ ଜିଲ୍ଲା ସ୍ତରରେ ଚାଷୀ ମାନଙ୍କୁ ନେଇ ଅନୁଷ୍ଠିତ ହେବ କାର୍ଯ୍ୟକ୍ରମ। ରାଜ୍ୟର ପ୍ରାୟ ୩୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯିବ। ପିଏମ୍‌ କିଷାନ ଲାଗି ଜିଲାସ୍ତରରେ ମଧ୍ୟ କାର୍ଯ୍ୟକ୍ରମ ହେବାର ଯୋଜନା ରହିଛି।  

ଅଧିକ ପଢନ୍ତୁ ଭାରତ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: